ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦେଶ : କଟକଣା କଡ଼ାକଡ଼ି କର
ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁ ସଂକ୍ରମଣ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ମହାରାଷ୍ଟ୍ର, କେରଳ, ଛତିଶଗଡ, ମଧ୍ୟପ୍ରଦେଶ, ପଞ୍ଜାବ ଓ ଜାମ୍ମୁ-କାଶ୍ମୀରରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ!-->…