ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି
ଭୁବନେଶ୍ୱର : ଦେଶରେ ପୁଣି ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଉଛି। କୋଭିଡର ସାଂପ୍ରତିକ ସ୍ଥିତିକୁ ନେଇ ଡିଏମଇଟି ସିବିକେ ମହାନ୍ତି ଆଜି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି, ଆବଶ୍ୟକ ହେଲେ ଲକଡାଡନ ହୋଇପାରେ, ଏବେ ଲକଡାଉନର ସମ୍ଭାବନା!-->…