ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରତିଷ୍ଠା ହେବ ସାଇନ୍ସ ପାର୍କ
ଭୁବନେଶ୍ୱର : ରାଜ୍ୟର ସମସ୍ତ ଜିଲ୍ଲାରେ ସାଇନ୍ସ ପାର୍କ ପ୍ରତିଷ୍ଠା କରିବା ପାଇଁ ସରକାର ନିଷ୍ପତି ନେଇଛନ୍ତି ବୋଲି ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସଭ୍ୟ ସୁଧିର କୁମାର ସାମଲଙ୍କ ଏକ ପ୍ରଶ୍ନର ଉତର ଦେଇ କହିଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ଭାରତ ସରକାରଙ୍କ!-->…