ଦେଶରେ ପୁଣି ସଂକ୍ରମଣ ବୃଦ୍ଧି
ନୂଆଦିଳ୍ଲୀ : ଦେଶରେ କିଛିଦିନ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ହ୍ରାସ ପାଉଥିବା ଦେଖାଦେଇଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ଦିନକରେ ୧୩,୯୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୯,୭୭,୩୮୭କୁ ବୃଦ୍ଧି ପାଇଛି।!-->…