ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ୱର : ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ। ଏହା ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ । ପୂର୍ବ ଅଧିବେଶନ ଭଳି ଏଥର ବି ସକାଳ ସାଢ଼େ ୧୦ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବ । ତେବେ ଅପରାହ୍ନ ଅଧିବେଶନ ୩ଟା ପରିବର୍ତ୍ତେ ୪ଟାରୁ ହେବ । ଏଥିସହ ଚଳିତ ଥର ପ୍ରଶ୍ନକାଳ ରହିବ । ଆଜି ବୈଠକ!-->…