ଶେଷ ୨ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷିତ
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଅନ୍ତିମ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ବୁଧବାର ଭାରତୀୟ ଦଳ ଘୋଷଣା କରିଛି। ୧୭ ସଦସ୍ୟ ବିଶିଷ୍ଟ ଟିମ୍ରେ କୌଣସି ବଡ଼ ଧରଣର ଅଦଳବଦଳ କରାଯାଇ ନାହିଁ। କେବଳ ଦ୍ରୁତ ବୋଲର ଉମେଶ ଯାଦବଙ୍କୁ ଦଳରେ ସାମିଲ କରାଯାଇଛି।!-->…