ମାର୍ଚ୍ଚ ୮ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ମୋ ନିଖୋଜ ପୋଷ୍ଟର ଲଗାଇବାକୁ ଭୁବନେଶ୍ବର ସାଂସଦଙ୍କ ଆହ୍ବାନ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲଗାଯିବା ଘଟଣାରେ ସେ ପ୍ରତିକ୍ରିୟା ରଖିଛନ୍ତି। ଭୁବନେଶ୍ବର ପହଞ୍ଚିବା ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଭୁବନେଶ୍ୱରରେ ପୋଷ୍ଟର ଲଗାଇବା ସମୟରେ ସେ!-->…