୪ ନାବାଳକଙ୍କ ଛାତିଥରା କାହାଣୀ; ଥାନାରେ ନିର୍ଘାତ ମାଡ଼ ସାଙ୍ଗକୁ ମିଳୁଛି କରେଣ୍ଟ ସକ୍
ମାଲକାନଗିରି : ଚୋରି ଅଭିଯୋଗରେ ରାତି ଅଧରେ ଘରୁ ଉଠାଇନେଲେ। ଏହାପରେ ଦିନରେ ଖାଇବାକୁ ଦେଉଥିବା ବେଳେ ରାତିରେ ମିଳୁଛି ନିର୍ଘାତ ମାଡ଼। ଏତିକିରେ ସରୁନି ନିର୍ଯାତନା କାହାଣୀ। କରେଣ୍ଟ ସକ୍ ଦିଆଯାଉଥିବା ବେଳେ ହୋସ୍ ପଳାଇଲେ, ପାଣି ଢାଳି, ପିଟୁଛନ୍ତି। ଏପରି ନିର୍ଯାତନା ସହି ସହି ନାକ,!-->…