ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୩ ମୃତ, ୪ ଗୁରୁତର
କୁର୍ଣ୍ଣୁଲ: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲା ସ୍ଥିତ ମଦାରପୁର ଗାଁ ନିକଟରେ ରବିବାର ଏକ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ୮ ମହିଳା ଓ ଜଣେ ଶିଶୁ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହିତ ୪ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ସ୍ଥାନୀୟ ପୁଲିସର!-->!-->!-->…