ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଟ୍ରକ-କାର ଧକ୍କା , ୬ ମୃତ
ଉତ୍ତରପ୍ରଦେଶର କନୌଜ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ଲକ୍ଷେ୍ନø-ଆଗ୍ରା ଏକ୍ସପ୍ରେସୱେରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି!-->…