ଇତିହାସ ରଚିବ ଆମେରିକା, ଦେଶରୁ ବନ୍ଦ ହେବ ମୃତ୍ୟୁଦଣ୍ଡ
ଆମେରିକା: ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କ ଦେଶରେ କୌଣସି ଅପରାଧିଙ୍କୁ ମୃତ୍ୟୁଦଣ୍ଡ ଦେବାର ଥିବା ପ୍ରାବଧାନକୁ ବନ୍ଦ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ବାଇଡେନ୍ ରାଷ୍ଟ୍ରପତି ହେବା ପୂର୍ବରୁ ନିର୍ବର୍ାଚନ ସମୟରେ ଦେଶର ଲୋକମାନଙ୍କୁ ଏଭଳି ପ୍ରତିଶୃତି ଦେଇଥିଲେ ।!-->…