ମଦ ପାଇଁ ବାପାର ଜୀବନ ନେଲା ପୁଅ

ବାଲେଶ୍ୱର : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଗଡଜାମକୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ସୋମବାର ଖବର ମିଳିଛି। ବାପା ପୁଅକୁ ମଦ ପିଇବାକୁ ବିରୋଧ କରିବାରୁ ପୁଅ ମାଡରେ ବାପାର ମୃତ୍ୟୁ ହୋଇଛି। ମୃତକ ହେଲେ ଅନନ୍ତ ଜେନା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ

ପ୍ରଭୁଙ୍କ ନିମନ୍ତେ ହେଉଥିବା ଭଲ କାମକୁ କେହି ଅଟକାଇ ପାରିବେନି: ମୁଖ୍ୟମନ୍ତ୍ରୀ

ପୁରୀ : “ପ୍ରଭୁଙ୍କ ନିମନ୍ତେ ହେଉଥିବା ଭଲ କାମକୁ କେହି ଅଟକାଇ ପାରିବେନି।” ଜାତୀୟ ସ୍ମାରକ ପ୍ରାଧିକରଣ(NMA)ର ଅଧିନିୟମକୁ ନେଇ କେନ୍ଦ୍ର, ରାଜ୍ୟ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ କେନ୍ଦ୍ର ସରକାରଙ୍କୁ ଆଜି ଏପରି କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ

ଭାରତ-ଇଂଲଣ୍ଡ୍‌ ଟେଷ୍ଟ୍‍ : ପ୍ରଥମ ଇନିଙ୍ଗ୍‌ସ୍‌ରେ ୩୩୭ ରନ୍‌ କରି ଭାରତର ସମସ୍ତ ଖେଳାଳି ଆଉଟ୍‌

ନୂଆଦିଲ୍ଲୀ: ସମ୍ପ୍ରତି ଚେନ୍ନାଇର ‘ଏମ୍‌ଏ ଚିଦମ୍ବରମ୍‌ ଷ୍ଟାଡିୟମ୍‌ରେ ଭାରତ-ଇଂଲଣ୍ଡ୍‌ ମଧ୍ୟରେ ଚାଲିଥିବା ଟେଷ୍ଟ୍‍ କ୍ରିକେଟ୍‌ ମ୍ୟାଚ୍‌ର ୪ର୍ଥ ଦିନରେ ଭାରତୀୟ କ୍ରିକେଟ୍‌ ଟିମ୍‌ ୩୩୭ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଛି । ୨୫୭ ରନ୍‌ରେ ୬ ଓ୍ଵିକେଟ୍‌ ହରାଇଥିବା ଭାରତ ଆଜି ଖେଳ ଆରମ୍ଭ

ଆରମ୍ଭ ହେଲା ନବମ ଓ ଏକାଦଶ ଶ୍ରେଣୀ ପାଠପଢା

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିଛି। ପିଲାମାନଙ୍କ ମଧ୍ୟରେ ପାଠପଢା ପାଇଁ ବେଶ ଆଗ୍ରହ ଦେଖିବାକୁ ମିଳିଛି। ପ୍ରାୟ ୧୧ ମାସ ପରେ ନବମ ଓ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନକୁ ଆସିଛନ୍ତି। କୋଭିଡ୍ କଟକଣା ଭିତରେ ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ

ଚାଷୀ ଆନ୍ଦୋଳନ ନେଇ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ : ରାଜ୍ୟସଭାରେ ଚାଷୀ ଆନ୍ଦୋଳନ ନେଇ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ। ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଗୃହରେ ଜୋରଦାର ଆଲୋଚନା ହେଲା। ଚାଷୀ ଆନ୍ଦୋଳନ କ’ଣ ପାଇଁ ହେଉଛି କେହି କିଛି କହିଲେନି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛିନ୍ତି ।ସଂସଦର ମିଳିତ ଅଧିବେଶନରେ

ଉତ୍ତରାଖଣ୍ଡ ହିମସ୍ଖଳନ: ୧୪ ମୃତଦେହ ଉଦ୍ଧାର

ଉତ୍ତରାଖଣ୍ଡର ଚମୋଲୀ ଜିଲା ଅନ୍ତର୍ଗତ ରେଣୀ ଗାଁରେ ରବିବାର ହିମସ୍ଖଳନ ଯୋଗୁ ଘଟିଥିବା ବନ୍ୟାରେ ଏଯାଏଁ ୧୪ ମୃତଦେହ ଉଦ୍ଧାର ହୋଇଥିବା ସହ ବନ୍ୟା ପାଣିରେ ହଜିଯାଇ ୧୫୦ରୁ ଅଧିକ ବର୍ତ୍ତମାନ ମଧ୍ୟ ନିଖୋଜ ରହିଛନ୍ତି।ହିମସ୍ଖଳନ ଯୋଗୁ ଗଙ୍ଗା ନଦୀରେ ବନ୍ୟା ସୃଷ୍ଟି ହୋଇଛି। ଏହାଦ୍ବାରା

ରାଜ୍ୟରୁ ଆଉ ୭୨ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ସୋମବାର ରାଜ୍ୟରୁ ଆଉ ୭୨ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୪୪ ଜଣ ସଂଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୮  ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ

ଆଗକୁ ଗ୍ରୀଷ୍ମ ଋତୁ, ଅଚଳ ପଡ଼ିଛି ବହୁ ନଳକୂପ

ଭଦ୍ରକ: ଆଗକୁ ଅସୁଛି ଖରା ଦିନ । ଯେଉଁଭଳି ଭାବେ ପାଣିପାଗରେ ଅସ୍ୱାଭାବିକ ପରିବର୍ତନ ଦେଖା ଦେଉଛି, ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ ପ୍ରକାଶ ପାଇଛି । ଏହି ଋତୁରେ ଜଳସ୍ତର କମିଯାଉଥିବାରୁ ଉକôଟ ଜଳକଷ୍ଟ ଦେଖାଦେବ ବୋଲି ଆଶଙ୍କା କରାଯାଉଛି । ଠିକ ଏହି ସମୟରେ

ଏଟିଏମ ଲୁଟ ଯୋଜନା ପଣ୍ଡ : ୬ଗିରଫ

ପୁରୀ: ଏଟିଏମ ଲୁଟ କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ଡକାୟତି ଗ୍ୟାଙ୍ଗର ୬ଜଣଙ୍କୁ କୁମ୍ଭାରପଡା ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ୩ଜଣ ଫେରାର ଅଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ କୁମ୍ଭାରପଡା ଥାନା ଅନ୍ତର୍ଗତ ସୁଦର୍ଶନ ନଗରର ଶିବ ଦାସ (୨୮), ଟାଉନଥାନା ଅନ୍ତର୍ଗତ

ଓଡ଼ିଶୀ, କଥକ ଏବଂ ଛଉ ନୃତ୍ୟରେ ମନ୍ତ୍ରମୁଗ୍ଧ ଦର୍ଶକ

ଧଉଳୀ: ଐତିହାସିକ ଧଉଳୀର ପାଦଦେଶରେ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ଼୍ୟାନ୍ସ ଏକାଡେ଼ମୀ ଏବଂ ଆର୍ଟ ଭିଜନ୍ ଦ୍ୱାରା ଆୟୋଜିତ ୧୭ତମ ଧଉଳୀ କଳିଙ୍ଗ ମହୋତ୍ସବର ଆଜି ଥିଲା ଉଦ୍ଘାଟନ ସଂଧ୍ୟା । ଖ୍ରୀଷ୍ଟପୂର୍ବ ୩ୟ ଶତାବ୍ଦୀରେ ଯେଉଁ ସ୍ଥାନରୁ ସମ୍ରାଟ ଅଶୋକ ଶାନ୍ତିର ବାର୍ତ୍ତା ପ୍ରଚାର