ଚାଷୀ ଆନ୍ଦୋଳନ ନେଇ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
ନୂଆଦିଲ୍ଲୀ : ରାଜ୍ୟସଭାରେ ଚାଷୀ ଆନ୍ଦୋଳନ ନେଇ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ। ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଗୃହରେ ଜୋରଦାର ଆଲୋଚନା ହେଲା। ଚାଷୀ ଆନ୍ଦୋଳନ କ’ଣ ପାଇଁ ହେଉଛି କେହି କିଛି କହିଲେନି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛିନ୍ତି ।ସଂସଦର ମିଳିତ ଅଧିବେଶନରେ!-->…