ରାଜ୍ୟରେ ୯୭ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୯ ଜଣ ସ୍ଥାନୀୟ ଆକ୍ରାନ୍ତ ବୋଲି ଜରାଯାଇଛି । ଆଜି ଅନୁଗୁଳ ଜିଲ୍ଲାରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨ଜଣ,

କୋଟିଆ ହେବ ଆଦର୍ଶ ପଞ୍ଚାୟତ

ଭୁବନେଶ୍ୱର: କେରାପୁଟ ଜିଲ୍ଲାର ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଲାଗି ରହିଥିଲା ବେଳେ ‘କୋଟିଆ’କୁ ଆଦର୍ଶ ପଞ୍ଚାୟତରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ

ନଳକୂପରୁ ବାହାରୁଛି ଫ୍ଲୋରାଇଡଯୁକ୍ତ ପାଣି

ବୌଦ୍ଧ: ବୌଦ୍ଧଜିଲ୍ଳାର ଅନେକ ଗ୍ରାମରେ ନଳକୂପ ଗୁଡିକରେ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାନେଇ ଅଭିଯୋଗ ହୋଇଆସୁଅଛି । ଫ୍ଲୋରାଇଡଯୁକ୍ତ ପାଣିକୁ ପାନୀୟଜଳ ଭାବରେ ବ୍ୟବହାର ଯୋଗୁଁ ଜିଲ୍ଳାରେ କିଡନୀ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଚାଲିଥିବାବେଳେ ଅନେକ ଲୋକ ମୃତୁ୍ୟର ଶୀକାର

୪୮ ହଜାର ଗଂଜେଇ ଗଛ ନଷ୍ଟ

ବୌଦ୍ଧ: ବୌଦ୍ଧଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଆଜି ଆମ୍ବଝରୀ ପଂଚାୟତର ଡଙ୍ଗାଖୋଲ ଗ୍ରାମର ଆଭ୍ୟନ୍ତରୀଣ ଅଂଚଳ ମଧ୍ୟରେ ଥିବା ୧୬ ଏକର ଜଙ୍ଗଲ ଜମି ଉପରେ ଚଢାଉ କରାଯାଇ ୪୮ ହଜାର ଗଂଜେଇ ଗଛକୁ ନଷ୍ଟ କରାଯାଇଛି । ନଷ୍ଟ ଗଂଜେଇର ଆନୁମାନିକ ମୂଲ୍ୟ ୪ କୋଟି ୮୦ ଲକ୍ଷ ହେବ ବୋଲି ଆକଳନ କରାଯାଇଛି ।

ଶବ ସଂସ୍କାର ସମୟରେ ନିଆଁ ଲାଗି ଦୁଇ ଆହତ

ବାଲିକୁଦା: ଶବ ସଂସ୍କାର କରିବାକୁ ଯାଇ ଦୁଇ ଜଣ ନିଆଁରେ ପୋଡି ହୋଇ ଆହତ ହୋଇଥିବା ଜଣା ପଡିଛି । ତେବେ ଆହତ ଦୁହିଁଙ୍କ ମଧ୍ୟରୁ ଜଣକ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ କଟକ ପଠାଇ ଦିଆଯାଇଛି । ମିଳିଥିବା ସୂଚନା ମୁତାବକ ବାଲିକୁଦା ଥାନା ବୋରିକିନା ପଞ୍ଚାୟତ ବୋରିକିନା

କଂଗ୍ରେସ ପକ୍ଷରୁ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ରାଜଭବନ ଛକ ସ୍ଥିତ ମଧୁସୂଦନ ଦାସଙ୍କ

ମଣ୍ଡିରେ ଧାନ ଉଠୁନି ଚାଷୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

ରାୟଗଡା: ରାଇଘର ମଣ୍ଡି ସମସ୍ୟା ଜିଲ୍ଲାର ଏକ ବଡ ସମସ୍ୟା ହୋଇ ଥିବା ବେଳେ ସମସ୍ୟାର ସମାଧାନନ ହେଲେ ଆଗକୁ ମଣ୍ଡି ଆନେ୍ଦାଳନ କରାଯିବ ବୋଲି ଜିଲ୍ଲା କଂଗ୍ରେସ କମିଟି ସାମ୍ବାଦିକ ସମ୍ବିଳନୀ କରି କହିଥିବା ବେଳେ ରାଇଘର ବ୍ଲକରେ ମଧ୍ୟ ସମାନ ସ୍ଥିତି ଦେଖା ଦେଇଛି । ଟାର୍ଗେଟ ଆସି ନ ଥିବାରୁ

ବିନା ଅଧିକାରୀ ରେ ଚାଲିଛି ଦୁଇଟି ଫାଣ୍ଡି

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ୨ଟି ଫାଣ୍ଡି ବିନା ଅଧିକାରୀରେ ଚାଲିଥିବା ଜଣାପଡିଛି । ୨ଟି ଫାଣ୍ଡିରେ କୈାଣସି ଅଧିକାରୀ ନଥିବାରୁ ଦୁରଦୁରାନ୍ତର ଲୋକଙ୍କୁ କୈାଣସି ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଲେ ସ୍ଥାନୀୟ ତେନ୍ତୁଳିଖୁଣ୍ଟି ଥାନା ଉପରେ ନିର୍ଭର

ବାଙ୍ଗିରିପୋଷିରେ ଦୁର୍ଘଟଣା – ୨ ମୃତ, ଜଣେ ଗୁରୁତର

ଦ୍ୱାରଶୁଣି: ମୟୁରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ପୃଥକ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ଉପରେ ଥିବା ଦ୍ୱାରଶୁଣି ଘାଟିରୁ ଉଠୁଥିବା ଏକ ଲୁହା କଣ୍ଟା ବୋଝେଇ ମିନିଟ୍ରକକୁ

ନିୟନ୍ତ୍ରଣ ବାହାରେ ମହାପ୍ରସାଦ ଦର

ପୁରୀ: ମହାପ୍ରସାଦ ଦର ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି ଶ୍ରୀମନ୍ଦିର ପ୍ରଶାସନ। ଏହାର ସୁଯୋଗ ନେଇ କେତେକ ସୁଆର ମହାସୁଆର ସେବକ ମନଇଚ୍ଛା ଦର ବୃଦ୍ଧିକରି ଚାଲିଛନ୍ତି। ମହାପ୍ରସାଦ ଦର ପ୍ରାୟ ୩ଗୁଣ ବୃଦ୍ଧି ପାଇଥିବା ଅଭିଯୋଗ ​‌େହାଇଛି। ଏଥିଯୋଗୁଁ ସହରବାସୀଙ୍କ ସମେତ ପର୍ଯ୍ୟଟକ ଓ