ଅସଂପୂର୍ଣ୍ଣ ଡିଭାଇଡର ଏବେ ନିୟମିତ ଦୁର୍ଘଟଣାର କାରଣ
ବୌଦ୍ଧ- ବୌଦ୍ଧସହର ଏନ.ଏ.ସି. ଛକଠାରୁ ଜାମୁଛକ ଯାଏଁ ଜାତୀୟ ରାଜପଥ ନମ୍ବର ୫୭ର ରାସ୍ତାକୁ ଦୁଇ ପାଖିଆ ରାସ୍ତା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ । କାମ ମଧ୍ୟ ଉଣା ଅଧିକେ ସରିଯାଇଛି ଓ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗତ ଜାନୁଆରୀ ୨ ତାରିଖରେ ଜିଲ୍ଲା ପ୍ରତିଷ୍ଠା ଦିବସରେ ଉଦଘାଟିତ!-->…