ନଳକୂପରୁ ବାହାରୁଛି ଫ୍ଲୋରାଇଡଯୁକ୍ତ ପାଣି
ବୌଦ୍ଧ: ବୌଦ୍ଧଜିଲ୍ଳାର ଅନେକ ଗ୍ରାମରେ ନଳକୂପ ଗୁଡିକରେ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାନେଇ ଅଭିଯୋଗ ହୋଇଆସୁଅଛି । ଫ୍ଲୋରାଇଡଯୁକ୍ତ ପାଣିକୁ ପାନୀୟଜଳ ଭାବରେ ବ୍ୟବହାର ଯୋଗୁଁ ଜିଲ୍ଳାରେ କିଡନୀ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଚାଲିଥିବାବେଳେ ଅନେକ ଲୋକ ମୃତୁ୍ୟର ଶୀକାର!-->…