ବାଘ ମୃତ୍ୟୁ ନେଇ ୬ ଜଣ ଗିରଫ
ଭଞ୍ଜନଗର: ଗଞ୍ଜାମ ଜିଲ୍ଲାରେ କଲାରାପତରିଆ ବାଘ ମୃତ୍ୟୁ ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ସେମାନଙ୍କ ମଧ୍ୟରୁ ୩ ଜଣ ବୁଗୁଡ଼ା ଥାନା ଅନ୍ତର୍ଗତ ନଗୁଡୁ ଗାଁର ଓ ଅନ୍ୟ ୩ ଜଣ ପଙ୍କଳ ସାହିର । ବାର୍ହା ଶିକାର ଓ ଫାଶ ପକାଇବା ଅଭିଯୋଗରେ ସମସ୍ତେ ଗିରଫ ହୋଇଛନ୍ତି । ଗତ ଶୁକ୍ରବାର!-->…