ଦିଲ୍ଲୀ ହିଂସା: ୨୨ ମାମଲା ରୁଜୁ, ୮୬ ପୁଲିସ କର୍ମଚାରୀ ଆହତ
ନୂଆଦିଲ୍ଲୀ : କୃଷି ଆଇନ ବିରୋଧରେ ରାଜଧାନୀ ନୂଆଦିଲ୍ଲୀରେ ଗଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି ସମୟରେ ଚାଷୀଙ୍କ ଦ୍ବାରା ଘଟିଥିବା ହିଂସା ଘଟଣାରେ ପୁଲିସ ବୁଧବାର ସୁଦ୍ଧା ୨୨ଟି ମାମଲା ରୁଜୁ କରିଛି। ସେଥିରୁ ୫ଟି ମାମଲା ପୂର୍ବ ଦିଲ୍ଲୀରେ ରୁଜୁ ହୋଇଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି!-->…