ଦେଶରେ ଆଉ ପଜିଟିଭ ୧୩,୨୦୩ ; ମୃତ ୧୩୧
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ଲଗାତାର ହ୍ରାସ ହେଉଥିବା ଦେଖାଯାଉଛି। ଦିନକରେ ୧୩,୨୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୬,୬୭,୭୩୬କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୩୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା!-->…