ବିସ୍ତାପିତଙ୍କ ପାଇଁ ଲଢେଇ ଜାରୀ ରଖିବି : ନିରଞ୍ଜନ

ସୁନ୍ଦରଗଡ : ଦେଶ ତଥା ରାଜ୍ୟରେ ପ୍ରଚାର, ପ୍ରତିଶ୍ରୁତି ଓ ପ୍ରତାରଣାର ସରକାର ଚାଲିଛି । ଲୋକେ ଟଙ୍କା ନେଇ ଭୋଟ ଦେଉଛନ୍ତି । ଫଳରେ କଂଗ୍ରେସ ସରକାର ରାଜ୍ୟରେ ୨୦ ବର୍ଷ ହେବ କ୍ଷମତାରେ ନାହିଁ । ରାଜ୍ୟରେ କି ଦେଶରେ ଯାହା କିଛି ବିକାଶ ଘଟିଛି ସେସବୁ କଂଗ୍ରେସ ଅମଳରେ । ଏବେ ଆମ ମୁଣ୍ଡରେ

ପିଇବା ପାଣି ପାଇଁ ଡହଳବିକଳ ଚେଙ୍ଗଲି ଗ୍ରାମବାସୀ

ରାୟଗଡ: ଘରେ ଘରେ ପାନୀୟ ଜଳର ସୁବିଧା ନିମନ୍ତେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନାରେ ହିତାଧିକାରୀମାନଙ୍କୁ ଉପକୃତ କରୁଛନ୍ତି ରାଜ୍ୟ ସରକାର । ତେବେ ରାୟଗଡ ଜିଲ୍ଳା କୋଲନରା ବ୍ଳକ ରେଖାପଦର ଗ୍ରାମ ପଂଚାୟତ ଅର୍ନ୍ତଗତ ଚେଙ୍ଗଲି ଗ୍ରାମ ରହିଯାଇଛି ବିଭାଗୀୟ ଅଧିକାରୀଙ୍କ

ଘରେ କିପରି ତିଆରି ହେବ କୋଭିଡ ଭ୍ୟାକ୍‌ସିନ ? ୨୦୨୦ରେ ଗୁଗଲରେ ଏହାକୁ ସବୁଠୁ ଅଧିକ ସର୍ଚ୍ଚ କରିଛନ୍ତି ଭାରତୀୟ

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ୨୦୨୦ ଭୟ ଓ ଆତଙ୍କର ବର୍ଷ ଥିଲା। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଦେଶବାସୀଙ୍କୁ ଚିନ୍ତାରେ ପକାଇଥିଲା। ସମସ୍ତେ କରୋନା ଟିକାକୁ ଅପେକ୍ଷା କରି ରହିଥିଲେ। ଏହାକୁ ଦୃଷ୍ଟିରେ ରଖି ଅଧିକାଂଶ ଭାରତୀୟ ଘରେ କିପରି କରୋନା ଟିକା ତିଆରି ହେବ ତାହା

ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍‌

ଭୁବନେଶ୍ୱର : ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍। ୧୬ ନମ୍ବର ଜାତୀୟ ରାଜପଥରେ ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ୍ ଓଭର ବ୍ରିଜ୍। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଚିଠି ଆସିଛି। ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ

ଗୋଟିଏ ରାତିରେ ଗାଁର ୪ ସ୍ଥାନରେ ଅଗ୍ନିକାଣ୍ଡ

ଗୁରୁଡିଝାଟିଆ: ଖମାରନୂଆଗାଁରେ ବିଳମ୍ବିତ ରାତିରେ ୪ଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଛି। ଏଭଳି ଅଗ୍ନିକାଣ୍ଡ ଗାଁରେ ଆଗରୁ କେବେ ହୋଇନଥିଲା। ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ପ୍ରସନ୍ନ ରାଉତଙ୍କ ସାଇକେଲ ଦୋକାନରେ ଅଗ୍ନିକାଣ୍ଡ ଘଟିଥିଲା। ଦୋକାନରେ

ଖୁବ ଶୀଘ୍ର ଆରମ୍ଭ ହେବ ସମଲେଶ୍ବରୀ ମନ୍ଦିରର ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ

ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟ କରଣ ଓ ପାରିପାର୍ଶ୍ବିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମାଆ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ। ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ିଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଢେଙ୍କାନାଳ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ

ବ୍ରିସବେନରେ ଭାରତର ବାଜିମାତ୍

ବ୍ରିସ୍‌ବେନ୍‌: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ରେ ଭାରତ ରୋମାଞ୍ଚକର ବିଜୟ ହାସଲ କରିଛି । ୪ ମ୍ୟାଚ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ୨-୧ ରେ ଭାରତ ସିରିଜ ଜତିଛି। ପନ୍ତଙ୍କ ୧୩୮ ବଲରେ ୯ ଚୌକା ଓ ୧ ଛକା ସହ ଅପରାଜିତ ୮୯ ରନ୍‌ର ଇନିଂସ୍, ଗିଲ୍ ୧୪୬ ବଲରେ ୯୧ ଓ ପୂଜାରାଙ୍କ ୫୬ ରନର ଉପଯୋଗୀ

ଗୁଜରାଟ ମର୍ମନ୍ତୁଦ ଦୁର୍ଘଟଣା ; ୧୩ ମୃତ

ଗୁଜରାଟ : ଗୁଜରାଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୁରଟର କୋସମ୍ବା ଗ୍ରାମର କିମ ରାସ୍ତାରେ ଏକ ଟ୍ରକ ରାସ୍ତାକଡ଼ (ଫୁଟପାଥ)ରେ ଶୋଇଥିବା ୧୮ ଜଣଙ୍କ ଉପରେ ମାଡି ଓଲଟି ଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସହ ଅନ୍ୟ ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ଖବର ପାଇ

ରାଜ୍ୟରେ ୧୫୦ରେ ସୀମିତ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ୧୫୦ ସୀମିତି ଅଛନ୍ତି ଅକ୍ରାନ୍ତ । ଆଉ ନୂଆ ୧୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ ହୋଥିବା ବେଳେ ସ୍ଥାନୀୟ ୫୦ ହୋଇଛନ୍ତି । ମୋଟ