ଜେଏସପି କାସିଆ ମାଇନ୍ସ ଦ୍ୱାରା ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜନ
ଯୋଡା : ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ମିଶନ’ରେ ଯୋଗଦାନ ସ୍ୱରୂପ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି), କାସିଆ ମାଇନ୍ସ ଦ୍ୱାରା ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ‘ସ୍ୱଚ୍ଛତା ଅଭିଯାନ’ ଆୟୋଜିତ ହୋଇଥିଲା । କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ସ୍ଥାନୀୟ!-->…