ପରୀ ମାମଲା : ତଦନ୍ତ ତଦାରଖ ପାଇଁ ହାଇକୋର୍ଟଙ୍କୁ ଚିଠି ଦେଇନାହାନ୍ତି ରାଜ୍ୟ ସରକାର!
ଭୁବନେଶ୍ୱର : ନୟାଗଡ଼ ଯଦୁପୁରର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟ ସରକାର SIT ତଦନ୍ତ ମନିଟର ଲାଗି ସିଟିଂ ଜଜ୍ ନିଯୁକ୍ତି ପାଇଁ ହାଇକୋର୍ଟଙ୍କୁ କୌଣସି ଚିଠି ଲେଖିନାହାନ୍ତି। ଯେଉଁ କାରଣରୁ କୌଣସି ପଦକ୍ଷେପ ନେବାର ପ୍ରଶ୍ନ ଉଠୁନଥିବା ହାଇକୋର୍ଟ!-->…