ରାଜଧାନୀରେ କବାଡି ଗୋଦାମରେ ଅଗ୍ନିକାଣ୍ଡ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରସ୍ଥିତ ନନ୍ଦନବିହାର ଅଞ୍ଚଳର ଏକ କବାଡି ଗୋଦାମରେ ଅଗ୍ନିକାଣ୍ଡ ହୋଇଥିବା ଶୁକ୍ରବାର ଜଣାପଡ଼ିଛି। ସୁଭଦ୍ରା ଆପାର୍ଟମେଣ୍ଟ ନିକଟରେ ଥିବା କବାଡି ଗୋଦାମରେ ଅଗ୍ନିକାଣ୍ଡ ଘଟି ସମସ୍ତ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇ ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ!-->…