ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ: ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲ ୪ର୍ଥ ମହଲାରେ ଅଗ୍ନିକାଣ୍ଡ ଘଟିଛି। ଓପିଡ଼ି ନିକଟରେ ଥିବା ସିଷ୍ଟର ଚେଜିଂ ରୁମରେ ଅଗ୍ନିକାଣ୍ଡ ଘଟିଥିଲା। ତେବେ ପୁଲିସ ଏବଂ ଅଗ୍ନିଶମ କର୍ମଚାରୀଙ୍କ ତ୍ବରିତ ପଦକ୍ଷେପ ଯୋଗୁ ଏକ ବଡ଼ ଅଘଟଣ ଟଳି ଯାଇଥିଲା। ଅଗ୍ନିଶମ ଅଧିକାରୀଙ୍କ ସୂଚନା ଅନୁସାରେ,!-->…