ରାଜ୍ୟପାଳ ଓ ମୁଖ୍ୟ ବିଚାରପତିଙ୍କ ସହ ୨୫ଜଣଙ୍କୁ ସାମିଲ କରାଯାଉ : ନିରଞ୍ଜନ
ଭୁବନେଶ୍ୱର - ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୮୫ ଜଣିଆ କମିଟି ଗଠନ କରାଯାଇଛି । ଏହି କମିଟିରେ ଓଡିଶାକୁ ଅଣଦେଖା କରାଯାଇଛି ବୋଲି!-->…