ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଦବସିଂହ ସୋଲାଙ୍କିଙ୍କ ପରଲୋକ

ଗୁଜୁରାଟ: ଗୁଜୁରାଟର ପୂର୍ବତନ ମୁଖ୍ରମନ୍ତ୍ରୀ ତଥା ବରିÂ କଂଗ୍ରେସ ନେତା ମାଦବସିଂହ ସୋଲାଙ୍କି ଶନିବାର ପରଲୋକ ହୋଇଛି । ମୃତୁ୍ୟ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା । ସେ ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦେଶ ପାଇଁ କାମ କରିଛନ୍ତି ।୧୯୮୦ ରେ ସୋଲାଙ୍କି ଗୁଜୁରାଟରେ ମୁଖ୍ୟମନ୍ତ୍ରୀ…

ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଶନିବାର ଶୁଭାରମ୍ଭ ହୋଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର ସାଂସଦ…

ସବୁଦିନ ପାଇଁ ବନ୍ଦହେଲା ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଂଟ

ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଂଟକୁ ଶନିବାର ସବୁଦିନ ପାଇଁ ବନ୍ଦ କରାଯାଇଛି । ଏ ନେଇ ଟତବିଟର ସେଫଟି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଆମେରିକାର ସଂସଦ ( କ୍ୟାପିଟାଲ ବିଲ୍ଡିଂ ) ରେ ହୋଇଥିବା ହିଂସାକୁ ନେଇ କମ୍ପାନୀ ପକ୍ଷରୁ ଏପରି କାର୍ଯ୍ୟାନୁଷ୍ଠାନ…

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ଶହରୁ ଅଧିକ ଧାନ ବସ୍ତା

ଚାନ୍ଦବାଲି: ଗୋଦମରେ ନିଆଁ ଲାଗି ଜଳିଗଲା ୧୫ଶହରୁ ଅଧିକ ବସ୍ତା ଧାନ । ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଜଣେ ଧାନ ବ୍ୟସାୟୀଙ୍କ ଗୋଦାମରେ ଏହି ଭୟାବହ ଅଗ୍ନକାଣ୍ଡ ଘଟି ସବୁ ଧାନ ପୋଡି ଯାଇଛି ।ସହରର ଶାସ୍ତ୍ରୀଘାଟସ୍ଥିତ ଗୋଦାମରେ ନିଆଁ ଲାଗିଥିବା ବେଳେ ଗୋଦାମରେ ଥିବା ଶହ ଶହ ବସ୍ତା ଧାନ…

ସରକାରୀ ଡାକ୍ତରଖାନାରେ ନିଆଁ ଲାଗି ୧୦ ନବଜାତଙ୍କ ମୃତ୍ୟୁ

ମୁମ୍ବାଇ: ମହାରାଷ୍ଟର ଏକ ସରକରୀ ଡାକ୍ତରଖାନାରେ ନିଆଁ ଲାଗିଯିବାରୁ ୧୦ ଜଣ ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି । ସୂଚନାନୁସାରେ , ଡାକ୍ତରଖାନାର ଯେଉଁ ୱାର୍ଡରେ ୧୭ଜଣ ନବଜାତ ଶିଶୁଙ୍କୁ ରଖାଯାଇଥିଲା ସେଠାରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା । ପ୍ରଥମେ ଜଣେ ନର୍ସ ସେହି…

ଅଭିଯୁକ୍ତର ହେବନି ନାର୍କୋ ଟେଷ୍ଟ

ନୟାଗଡ: ବହୁ ଚର୍ଚ୍ଚିତ ନୟାଗଡ ଜିଲ୍ଲାର ଯଦୁପୁର ଗ୍ରାମର ୫ ବର୍ଷିୟା ନାଁ ବାଳିକା ପରୀ ହତ୍ୟାକାଣ୍ଡର ଅଭିଯୁକ୍ତ ନାବାଳକର ନାର୍କୋ ଟେଷ୍ଟ ହେବ ନାହିଁ । ତେବେ ନାର୍କୋ ଟେଷ୍ଟ ପାଇଁ ଅଭିଯୁକ୍ତ ନାବାଳକ ରାଜି ହୋଇନଥିବାରୁ ନୟାଗଡ ଜୁଭେନାଇଲି ଜଷ୍ଟିସ୍ ବୋର୍ଡ ଅନୁମତି ଦେଇନାହାଁନ୍ତି ।…

ରାଜ୍ୟରେ ଶୀତ ଉଭାନ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ଧରି ତଳେ ହାଡଭଙ୍ଗା ଜାଡରେ ଜନସାଧାରଣ ଥରୁଥିବା ବେଳେ ଗତକାଲିଠାରୁ ଶୀତ ଉଭାନ ହୋଇଯାଇଛି । ରାଜ୍ୟରେ ଅଧିକାଂଶ ସ୍ତାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୩ରୁ ୪ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି । ଆସନ୍ତା ୫ରୁ ୬ଦିନ ପର୍ଯ୍ୟନ୍ତ…

ବାୟୁ ପ୍ରଦୂଷଣ ହେଉଛି କୋଭିଡ୍ଠାରୁ ଅଧିକ ଘାତକ, ୨୦୧୯ରେ ୧୬.୭ ଲକ୍ଷ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନା ମହାମାରୀ ଅପେକ୍ଷା ଭାରତୀୟଙ୍କ ପାଇଁ ବାୟୁ ପ୍ରଦୂଷଣ ଅଧିକ ଘାତକ ସାବ୍ୟସ୍ତ ହୋଇଛି । ୨୦୧୯ରେ ପ୍ରଦୂଷଣ ଯୋଗୁଁ ଦେଶରେ ୧୬.୭ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି । ୨୦୨୦ରେ କୋଭିଡ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଇଥିବା ବେଳେ ଏହାଠାରୁ ଅନେକ ଗୁଣରେ ଅଧିକ ମୃତ୍ୟୁ କେବଳ ବାୟୁ…

ଖାଲକୁ ଖସି ପଡ଼ିଲା ହେଟାବାଘ

ଡାବୁଗାଁ: ନବରଙ୍ଗପୁର-କଳାହାଣ୍ଡି ଜିଲ୍ଲା ସୀମା ଆମ ପାଣି ଘାଟିରେ ଦୁଇଦିନ ତଳେ ଏକ କଲାରାପତରିଆ ବାଘ ଦୃଶ୍ୟମାନ ହୋଇଥିବା ବେଳେ ଉକ୍ତ ଘାଟି ଅଂଚଳରେ ଯାତାୟାତ କରୁଥିବା ଲୋକେ ଭୟଭୀତ ଅବସ୍ଥାରେ ଥିବା ବେଳେ ସକାଳ ପ୍ରାୟ ୮ ଘଂଟ ସମୟରେ ନବଙ୍ଗପୁର ଜିଲ୍ଲା ଡାବୁଗାଁ ବନାଂଚଳ ଅନ୍ତର୍ଗତ…

ସାଧାରଣତନ୍ତ୍ର ଦିବସରେ ଏଥର କରୋନା କଟକଣା

ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ଭିତରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରିବାକୁ ସରକାର ନିଷ୍ପତି ନେଇଛନ୍ତି । ତେବେ ପରେଡ୍ରେ ଆଗରୁ ଯେଭଳି ୪୬ଟି କମ୍ବା ତଦୁର୍ଦ୍ଧ ଦଳ ଭାଗ ନେଉଥିଲେ ସେ ସଂଖ୍ୟାକୁ ୧୮ଟିରେ ସୀମିତ ରଖାଯାଇଛି । ଏହାସହିତ ଗତବର୍ଷ ସ୍ୱାଧୀନତା ଦିବସରେ…