ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ସ୍ଥାନ ସଂରକ୍ଷଣ
ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଇଂଜିନିୟରିଂ ଓ ମେଡିକାଲ କଲେଜରେ ସ୍ଥାନ ସଂରକ୍ଷଣ ସମ୍ପର୍କରେ ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଆଜି ଏ ସମ୍ପର୍କିତ ପ୍ରସ୍ତାବ ସୁପାରିଶ କରିବାକୁ ଏକ ଉଚ୍ଚସ୍ଥରୀୟ କମିଟି ଗଠନ କରାଯାଇଛି। ଓଡିଶା ହାଇକୋର୍ଟର ପୂର୍ବତନ!-->…