ରାଜ୍ୟରେ୨୪୫ ନୂଆ ପଜିଟିଭ
ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ହେଉଛି। ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ରହିଛି। ଆଉ ୨୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୪୧, ସ୍ଥାନୀୟ ୧୦୪। ମୋଟ ପଜିଟିଭ ସଂଖ୍ୟା ୩,୩୧,୩୯୬କୁ ବୃଦ୍ଧି ପାଇଛି। ୩,୨୭,୨୯୦!-->…