ପେଟ ଯନ୍ତ୍ରଣାରୁ ମୁକ୍ତି ପାଇଁ ଖାଆନ୍ତୁ : ତୁଳସୀ, ଲବଙ୍ଗ
ବହୁ ସମୟରେ ପେଟରେ ଯନ୍ତ୍ରଣା ଅନୁଭବ ହୋଇଥାଏ। ପେଟ ଜନିତ ସମସ୍ୟା, ଏସିଡ଼ିଟି ଆଦି କାରଣରୁ ପେଟରେ ଯନ୍ତ୍ରଣା ହୋଇଥାଏ। ଆମେ ଯେକୌଣସି ଖାଦ୍ୟ ଖାଉ, ତାହାର ପ୍ରଭାବ ସିଧାସଳଖ ଆମ ପାଚନ ତନ୍ତ୍ର ଉପରେ ପଡ଼ିଥାଏ। ତେଣୁ ସର୍ବଦା ସ୍ୱାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ। କିଛି ସହଜ ଓ ଘରୋଇ ଉପାୟ!-->…