୩ କୋଭିିଡ୍ ଯୋଦ୍ଧାଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ଲେଖାଏଁ ସହାୟତା
ଭବାନୀପାଟଣା- କଳାହାଣ୍ଡିି ଜିଲ୍ଲାର ୩ ଜ ଣ ସହିଦ୍ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଧାନ କରାଯାଇଛି । ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ୩ ଟି ପରିବାରର ଲୋକେ ଉପସ୍ଥିତ ଥିଲେ । ଜୁନାଗଡ!-->…