ରାଜଭବନରେ ଶପଥ ନେଲେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର
କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର ସୋମବାର ଶପଥ ଗ୍ରହଣ କରିଛନ୍ତି ।ରାଜଭବନ ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ ମୁରଲୀଧରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶପଥ ଉସôବରେ ଆଇନ ମନ୍ତ୍ରୀ , ବିରୋଧୀ ଦଳର ନେତା ,!-->…