ପୁରୀରେ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ବର : ପୁରୀରେ ଏକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ ଏହି ଆନ୍ତର୍ଜାତୀୟ ବିମାନ ବନ୍ଦର!-->…