ପ୍ରତି ଘରେ ଟିକା ପହଞ୍ଚାଇବାକୁ ଚାଲିଛି ଜୋରଦାର ପ୍ରସ୍ତୁତି: ପ୍ରଧାନମନ୍ତ୍ରୀ
ରାଜକୋଟ: କରୋନା ଟିକାକରଣ ଅଭିଯାନକୁ ନେଇ ଦେଶରେ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିପାଇଁ ସମସ୍ତ ପ୍ରକାର ଆବଶ୍ୟକ ପ୍ରସ୍ତୁତି କରାଯାଉଛି। ଭାରତରେ ନିର୍ମିତ ସ୍ବଦେଶୀ ଟିକା ପ୍ରତି ଘର ପର୍ଯ୍ୟନ୍ତ ପହଞ୍ଚିବା ଲାଗି ଉଦ୍ୟମ ଶେଷ ପର୍ଯ୍ୟାୟରେ ରହିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…