ଦେଶରେ କରୋନାର ନୂଆ ଷ୍ଟ୍ରେନ: ପୁଣି ଚିହ୍ନଟ ହେଲେ ଆଉ ୧୪ ଆକ୍ରାନ୍ତ
ନୂଆଦିଲ୍ଲୀ: ଭାରତରେ ନୂଆ କରୋନା ଷ୍ଟ୍ରେନ ଆକ୍ରନ୍ତ ପୁଣି ଚିହ୍ନଟ ହୋଇଛନ୍ତି। କ୍ରମାଗତ ଭାବେ ବ୍ରିଟେନ ଭାଇରସ ତା’ର କାୟା ବିସ୍ତାର କରିବାକୁ ସକ୍ଷମ ହେବାରେ ଲାଗିଛି। ଗତକାଲି ୬ ଜଣ ବ୍ୟକ୍ତିଙ୍କ ଶରୀରରେ ବ୍ରିଟେନରେ ଦେଖାଯାଇଥିବା କରୋନାର ନୂଆ ଷ୍ଟ୍ରେନ ଠାବ ହୋଇଥିବା ବେଳେ ଆଜି ଆଉ ୧୪!-->…