ନରସିଂହ ମିଶ୍ର ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଲେ ଡାକ୍ତର
ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ନରସିଂହ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ସେ କଥାବାର୍ତ୍ତା କରୁଛନ୍ତି ବୋଲି ଡାକ୍ତର କହିଛନ୍ତି। ଶରୀରରେ!-->…