ଲର୍ଣ୍ଣିଂ ଲାଇସେନ୍ସ ତାରିଖ ମାର୍ଚ୍ଚ ୩୧କୁ ବୃଦ୍ଧି
ଭୁବନେଶ୍ୱର: ଲର୍ଣ୍ଣିଂ ଲାଇସେନ୍ସଧାରୀଙ୍କ ପାଇଁ ଖୁସି ଖବର । ଡିଏଲ ଆବେଦନ କରିବା ପାଇଁ ଲର୍ଣ୍ଣିଂ ଲଇସେନ୍ସଧାରୀଙ୍କ ଲାଗି ବଢ଼ିଲା ସମୟ ସୀମା । ଓଡ଼ିଶା ସରକାର ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାକୁ ବଢ଼ାଇଛନ୍ତି । ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛି ରାଜ୍ୟ ପରିବହନ କର୍ତୃପକ୍ଷ ।!-->…