ଅଙ୍ଗନୱାଡି କେନ୍ଦ୍ର ଗୁଡିକର ସ୍ଥାୟୀ ଗୃହ ନିର୍ମାଣ ପାଇଁ ଦାବି
ଭବାନୀପାଟଣା- ସମନ୍ନିତ ଶିଶୁ ବିକାଶ ଯୋଜନାରେ କଳାହାଣ୍ଡି ଜିଲ୍ଲାରେ ଖୋଲାଯାଇଛି ଅଙ୍ଗନୱାଡି କେନ୍ଦ୍ର । ଛୋଟ ଛୋଟଶିଶୁ ମାନଙ୍କୁ ପ୍ରାକ୍ ବିଦ୍ୟାଳୟ ଶିକ୍ଷା, ପୁଷ୍ଟିକର ଖାଦ୍ୟ, ଟିକାକରଣ ଆଦି ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେଉଛି । କଳାହାଣ୍ଡି ଜିଲ୍ଲାରେ!-->…