ଆତ୍ମନିର୍ଭରଶୀଳ ଭାରତ ପାଇଁ ବିଶ୍ୱସ୍ଥରୀୟ ଉତ୍ପାଦ ପ୍ରସ୍ତୁତ ଉପରେ ମୋଦୀଙ୍କ ଗୁରୁତ୍ୱ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୦ର ଶେଷ ରବିବାରରେ ଆଜି ନିଜ ମନର କଥା ଦେଶବାସୀଙ୍କୁ କହିଛନ୍ତି। ସେ କହିଛନ୍ତି, ଚାରି ଦିନ ପରେ ବର୍ଷ ଅତିବାହିତ ହେବାକୁ ଯାଉଛି। ଏହି ବର୍ଷ ଆମପାଇଁ ଅନେକ ଆହ୍ୱାନ ଏବଂ ସଙ୍କଟ ଦେଖାଦେଇଥିଲା କିନ୍ତୁ ଆମେ ନୂତନ ସମ୍ଭାବନା ସୃଷ୍ଟି କରିପାରିଛୁ। ସେ!-->…