ଗୃହମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର କଲେ ‘ମୋ ସ୍କୁଲ’ ଅଭିଯାନର ପ୍ରଚାର
ଭବାନୀପାଟଣା- କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ର ମହାଲିଙ୍ଗ ନୋଡ଼ାଲ ହାଇସ୍କୁଲର ପୁରାତନ ଛାତ୍ର ସଂଘର ଏକ ସ୍ୱତନ୍ତ୍ର ଅଧିବେଶନ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେଶ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଆଲୁମିନି!-->…