ରାତି ଅଧରେ ଥାନାରେ ଏତଲା ଦେଲେ ବର୍ଷା

କଟକ : କେନ୍ଦ୍ରାପଡ଼ାର ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ବିବାଦ ଆହୁରି ଘନେଇବାରେ ଲାଗିଛି। ଦୁହେଁ ପରସ୍ପରକୁ ଆକ୍ଷେପ କରୁଥିବାର ଏକ ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍‌ ହେବା ପରେ ଏନେଇ ଗତକାଲି ବିଳମ୍ବିତ ରାତିରେ…

ରାତାରାତି ଜାଳିଦେଲେ ୬ ଜେସିବି

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଗତ ରାତିରେ ଲଙ୍କାକାଣ୍ଡ ଘଟାଇଛନ୍ତି ଦୁର୍ବୃତ୍ତ। କାମାକ୍ଷାନଗର ଅଁଳାବେରଡ଼ି OTPCL କ୍ୟାମ୍ପ୍ ଅଫିସ୍‌ ପରିସରରେ ଥିବା ୬ଟି ଜେସିବିକୁ ଦୁବୃର୍ତ୍ତମାନେ ଜାଳି ଦେଇଛନ୍ତି । ଗତ ରାତିରେ କିଛି ଦୁବୃର୍ତ୍ତ ପ୍ଲାଣ୍ଟ ପରିସରରେ…

ଖସୁଛି ପାରଦ : ଥରୁଛି ଓଡ଼ିଶା

ଭୁବନେଶ୍ୱର : ଆରମ୍ଭ ହେଲାଣି ପ୍ରବଳ ଜାଡ। ଶୀତରେ ଥରୁଛି ରାଜ୍ୟ। ଏହାସହ ୧୩ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୦ଟି ସହର। ୮.୨ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଥଣ୍ଡା ସହର। ଫୁଲବାଣୀ ୯.୫,ଅନୁଗୁଳ ଓ ଦାରିଙ୍ଗିବାଡିରେ ୧୦ ଡିଗ୍ରୀ, ବାରିପଦା ୧୦.୫,କୋରାପୁଟ ୧୧, କେନ୍ଦୁଝର ୧୧.୭,…

ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

ରାଉରକେଲା : ରାଉରକେଲା ବନ୍ଧମୁଣ୍ଡା ଥାନା ନିକଟ ରାସ୍ତାଉପରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଥିବା ନେଇ ଶନିବାର ଜଣାପଡ଼ିଛି। ଯୁବକଙ୍କ ପରିଚୟ ଏଯାବତ ମିଳିପାରି ନାହିଁ। ମୃତଦେହ ନିକଟରେ ରକ୍ତ ଭିଜା ଏକ ପଥର ପଡିଥିବାରୁ ତାଙ୍କୁ କେହି ପଥରରେ ଛେଚି ହତ୍ୟା କରିଛି ବୋଲି…

ପଶ୍ଚିମବଙ୍ଗରେ ଅମିତ ଶାହ: ରାମକୃଷ୍ଣ ଆଶ୍ରମରେ ସ୍ବାମୀ ବିବେକାନନ୍ଦଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

କଲକାତା: ଆଉ କିଛି ମାସ ପରେ ପଶ୍ଚିମବଙ୍ଗରେ ହେବ ବିଧାନସଭା ନିର୍ବାଚନ। ଏଥର ପଶ୍ଚିମବଙ୍ଗକୁ ଦଖଲ କରିବା ଲାଗି ବିଜେପି ଜୋରଦାର ଉଦ୍ୟମ ଚଳାଇଥିବାବେଳେ ଶାସକ ଟିଏମ୍‌ସି କ୍ଷମତା ବଜାୟ ରଖିବାକୁ ନିଜର ପ୍ରୟାସ ଜାରି ରଖିଛି। ତେବେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ବିଧାୟକ ଏବଂ ନେତାମାନେ ଦଳ…

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ସ୍ଥତି ଅନୁଧ୍ୟାନ କଲେ ୫-ଟି ସଚିବ ଭିକେ ପାଣ୍ଡିଆନ

ପୁରୀ: ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି. କେ.…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରେଣୀ ବିଟ ଖଟୁଆ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନେଇ ଶନିବାର ଜଣାପଡ଼ିଛି। ବୃଦ୍ଧଙ୍କ ପରିଚୟ ଅସ୍ପଷ୍ଟ ରହିଛି।ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ବୃଦ୍ଧ ଜଣଙ୍କ ସକାଳେ ବିଲକୁ ଯାଉଥିବା ସମୟରେ ହାତୀ…

ଗୃହ ମନ୍ତ୍ରାଳୟ-ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ବୈଠକ

କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା ଶୁକ୍ରବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଆଲାପନ୍ ବନ୍ଦୋପାଧ୍ୟାୟ ଏବଂ ପୁଲିସ୍ ମହାନିର୍ଦ୍ଦେଶକ ବିରେନ୍ଦ୍ରଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ବୈଠକ କରିଛନ୍ତି। ପଶ୍ଚିମବଙ୍ଗରେ ଏବେ ଲାଗି ରହିଥିବା ଆଇନ ଶୃଙ୍ଖଳା ପରିସ୍ଥିତି…

‘ପରୀ’ ହତ୍ୟା ମାମଲାରେ ୩ ଜଣଙ୍କୁ ଉଠାଇ ନେଲା ଏସଆଇଟି

ନୟାଗଡ଼: ପରୀ ହତ୍ୟା ମାମଲାରେ ଏସଆଇଟି(SIT) ଶନିବାର ୩ ଜଣଙ୍କୁ ଉଠାଇ ନେଇଛି। ପରୀର ଗାଁ ଯଦୁପୁରରୁ ସରୋଜ ସେଠୀ, ତାଙ୍କ ମା’ ଓ ଭଉଣୀଙ୍କୁ ଏସଆଇଟି ଟିମ ଉଠାଇ ନେଇଥିବା ଜଣାପଡ଼ିଛି।  ମାଆ, ଭଉଣୀଙ୍କ ସହ ସରୋଜଙ୍କୁ ଉଠାଇ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ପରୀକ୍ଷା…

ସେନାରେ ସାମିଲ ହେବ ‘ହାୱିଜର୍ସ’

ଭୁବନେଶ୍ଵର: ଖୁବ୍‌ଶୀଘ୍ର ଭାରତୀୟ ସେନାରେ ସାମିଲ ହେବ ଆର୍ଟିଲରୀ ଗନ୍‌ ‘ହାୱିଜର୍ସ’। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ଦ୍ବାରା ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ହାୱିଜର୍ସ ଏଟିଏଜିଏସ (ଆଡ୍‌ଭାନ୍ସଡ୍‌ ଆର୍ଟିଲରୀ ସିଷ୍ଟମ) ନିର୍ମାଣ କରାଯାଇଛି। ବାଲେଶ୍ଵର…