ସଫଳତାର ସହ ଉତକ୍ଷେପଣ ହେଲା ଯୋଗାଯୋଗ ଉପଗ୍ରହ ସିଏମଏସ – ୦୧
ଆଜି ଅପରାହ୍ନ ୩ଟା ୪୧ ମିନିଟରେ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ପିଏସଏଲଭି-ସି୫୦ ଦ୍ୱାରା ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୋଗାଯୋଗ ଉପଗ୍ରହ ସିଏମ,ମ-୦୧ ଉତକ୍ଷେପଣ କରାଯାଇଛି । ଏହାକୁ ସଫଳତାର ସହ କକ୍ଷପଥରେ ଅବସ୍ଥାପିତ କରାଯାଇଥିବା ଜଣାପଡିଛି । ୨୫ ଘଂଟିଆ!-->…