ରାଜ୍ୟରେ ଖୋଲିବ ଧର୍ମାନୁଷ୍ଠାନ
ଭୁବନେଶ୍ୱର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରାୟ ୯ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି । ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ!-->…