ପ୍ରଥମ ପର୍ଯ୍ୟାୟରେ ୩,୨୦ ହଜାରଙ୍କୁ ଦିଆଯିବ ଟିକା
ଭୁବନେଶ୍ୱର: ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟସରକାର ଆଜି ଏକ ବ୍ଲୁପ୍ରିଂଟ ଜାରୀ କରିଛନ୍ତି । ନିର୍ବାଚନ ମଡେଲ ଭଳି ରାଜ୍ୟରେ ହେବ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ଟିକା । ଏଥିଲାଗି ୨ ଲକ୍ଷ ୯ହଜାର ୨୭୬ ଟିକାକରଣ ସ୍ଥାନ ଚିହ୍ନଟ ହୋଇଛନ୍ତି ।!-->…