ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନ । ମଙ୍ଗଳବାର ତାଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଆୟବହିର୍ଭୂତ ସମ୍ପ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ୪୦ ଜଣିଆ ଟିମ୍ ନାରାୟଣଙ୍କ ଘର ସମେତ ଏକ କାଳୀନ ୬ଟି ସ୍ଥାନରେ ଚଢ଼ଉ!-->…