ନବୀନ ନିବାସ ଘେରାଉ ଉଦ୍ୟମ, ପୁଲିସ-ଆରଟିଆଇ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ୱର : ସୂଚନା ଅଧିକାରକର୍ମୀ ରଞ୍ଜନ କୁମାର ଦାସ ହତ୍ୟା ଘଟଣା ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି RTI କର୍ମୀ। ସେମାନେ ନବୀନ ନିବାସ ଘେରାଉ ଉଦ୍ୟମ କରିବା ସହ ଜୋରଦାର ପ୍ରତିବାଦ କରିଛନ୍ତି। ମାଷ୍ଟର କ୍ୟାଣ୍ଟିନ ଛକରୁ ବାହାରି ନବୀନ ନିବାସ ଘେରାଉ କରିବାକୁ ଯିବାବେଳେ ଶତାଧିକ!-->…