କାର୍-ବାଇକ୍ ମୁଁହାମୁହିଁ ଧକ୍କା: ବାଇକ ଆରୋହୀ ମୃତ, ଜଳିଗଲା କାର୍
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ରଘୁନାଥପୁର ବଜାର ନିକଟରେ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ,
କଟକ-ପାରାଦୀପ ରାଜ୍ୟ ରାଜପଥର ରଘୁନାଥପୁର ବଜାର ନିକଟରେ ଏକ କାର୍ ଓ ବାଇକ୍
ମୁଁହାମୁହିଁ ଧକ୍କା ହୋଇଛି। ଏହାଫଳରେ ଘଟଣାସ୍ଥଳରେ ବାଇକ!-->…