ଆଧାର-ପାନ୍‌ ଲିଙ୍କ ନ କଲେ ଗଣିବାକୁ ପଡ଼ିବ ୧୦ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ: ପାନ୍‌ କାର୍ଡକୁ ଆଧାର କାର୍ଡ ସହିତ ଲିଙ୍କ୍‌ କରିବା ବାଧ୍ୟତାମୂଳକ। ଏପରି ନିୟମ କରିଛି ଆୟକର ବିଭାଗ। ଯଦି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆଧାର-ପାନ୍‌ ଲିଙ୍କ୍‌ କରା ନ ଯାଏ ତେବେ ୧୦ ହଜାର ଟଙ୍କାର ଜରିମାନା ଦେବାକୁ ପଡ଼ିବ। କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି)

୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ

୧୯୭୧ ମସିହା ଭାରତ, ପାକିସ୍ଥାନ ଏବଂ ବାଂଲାଦେଶ ଇତିହାସ ପାଇଁ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ବର୍ଷ ଭାରତ ପାକିସ୍ତାନକୁ ଯେଉଁ ଝଟକା ଦେଇଥିଲା ତାହା ଆଜି ବି ଭୁଲିନି ଇସଲାମାବାଦ। ଆଉ ଯୁଦ୍ଧ ପାଇଁ ପାକିସ୍ତାନ ଭାରତକୁ ଉସକାଇ ପୂର୍ବକଥା ଯେତେବେଳେ ମନେ ପକାଏ ସେତେବେଳେ ନିଜ ଆଡ଼ୁ ଥଣ୍ଡା

ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ହେବ ନବକଳେବର

ସାକ୍ଷୀଗୋପାଳ  : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ସତ୍ୟବାଦୀ ଯୁଗର ପଞ୍ଚସଖା ପଣ୍ଡିତ ନୀଳକଣ୍ଠ ଦାସ, ଆଚାର୍ଯ୍ୟ ହରିହର ଦାସ, ପଣ୍ଡିତ କୃପାସିନ୍ଧୁ ମିଶ୍ର ଓ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଦ୍ୱାରା ୧୯୦୯ ମସିହାରେ ପ୍ରତିଷ୍ଠିତ ଐତିହାସିକ ସତ୍ୟବାଦୀ ସତ୍ୟବାଦୀ ବନ ବିଦ୍ୟାଳୟର

ପିପିଲି ଟୋଲ ଗେଟ ସମ୍ମୁଖରେ ଗଣ ବିକ୍ଷୋଭ

ପିପିଲି : କୃଷକ ଓ ଖାଉଟି ବିରୋଧୀ କଳା ଆଇନ ଓ ବିଦ୍ୟୁତ ସଂଶୋଧନ ବିଲ ୨୦୨୦ ର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ଡାକରାକୁ ସମର୍ଥନ କରିଛନ୍ତି। ଏଥିରେ ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ୱୟ ସମିତି ଓଡିଶା, ସମାଜବାଦୀ ପାର୍ଟି, ସିପିଆଇ, ସିପିଆଇଏମଏଲ,ଆଇଏନଟିସି,

ରାଜ୍ୟରୁ ୩୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଭୁବନେଶ୍ବର : ଆଜି ରାଜ୍ୟରୁ ୩୩୫ ନୂଆ​‌ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୯୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮ଶହ ଟପିଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚିଛି। ଏହି ୪ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ତାଙ୍କ ଘର ସୁନ୍ଦରଗଡ଼ରେ। ତାଙ୍କୁ ୫୫

ବ୍ରିଟେନ, କାଡ଼ାନା ପରେ ଫାଇଜରକୁ ଜରୁରିକାଳୀନ ବ୍ୟବହାର ଅନୁମତି ଦେଲା ଏହି ଦେଶ

ଫାଇଜର ବାୟୋଏନଟେକ୍‌ ଦ୍ବାରା ପ୍ରସ୍ତୁତ କରୋନା ଟିକା ଫାଇଜରକୁ ଆମେରିକା ଜରୁରିକାଳୀନ ଅନୁମତି ପ୍ରଦାନ କରିଛି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ଟିକାର ପ୍ରୟୋଗ ପାଇଁ ମଞ୍ଜୁରୀ ଦେଇଛି। ଏହି ଟିକାକୁ ଜରୁରିକାଳୀନ ଅନୁମତି ଦେବାରେ ଆମେରିକା ବିଶ୍ଵର ୩ୟ ଦେଶ। ପ୍ରଥମେ ବ୍ରିଟେନ ଏବଂ ପରେ

ଡିସେମ୍ୱର ୨୧ରୁ ଖୋଲିପାରେ ଶ୍ରୀମନ୍ଦିର!

ପୁରୀ : କେବେ ଭକ୍ତଙ୍କ ପାଇଁ ଖୋଲିବ ଜଗନ୍ନାଥଙ୍କ ଦ୍ବାର ? କରୋନା ମହାମାରୀ ପାଇଁ ଦିର୍ଘ ଦିନ ହେଲାଣି ବନ୍ଦ ରହିଥିବା ଶ୍ରୀମନ୍ଦିର ଖୋଲିବା ପାଇଁ ପ୍ରକ୍ରିଆ ଆରମ୍ଭ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାନୁସାରେ ଡିସେମ୍ୱର ୨୧ରୁ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର! ତେବେ ମନ୍ଦିର

ବିଶ୍ୱ ସ୍ୱାସ୍ଥ୍ୟ ସେବାରେ ନୂଆ ମାଇଲଖୁଣ୍ଟ

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏବଂ ଆନ୍ତର୍ଜାତୀୟ ଫେଡେରେସନ୍ ଅଫ୍ ରେଡକ୍ରସ୍ ଓ ରେଡ୍ କ୍ରିସେଣ୍ଟ୍ ସୋସାଇଟିଜ ମାନବିକ ସଙ୍କଟ ସମୟରେ ଜରୁରୀକାଳୀନ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ସେବା ଯୋଗାଣକୁ ମଜବୁତ କରିବା ପାଇଁ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ‘ହୁ’ ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ୍

୯୦ ବର୍ଷ ପୂର୍ବର ଚାକିରି ଖୋଜା !

ଏବେ ହାତରେ ଯଦି ସ୍ମାର୍ଟଫୋନ୍ ଅଛି, ଆପଣଙ୍କ ପାଇଁ କିଛି ଅସମ୍ଭବ ନୁହେଁ। ଚାକିରି ଖୋଜିବଠାରୁ ଆରମ୍ଭ କରି ଅନ୍-ଲାଇନ୍ ମିଟିଂ ସବୁକିଛି କରିପାରିବେ। କରୋନା କାରଣରୁ ସଂଖ୍ୟାଧିକ ଲୋକ ନିଜ ଚାକିରି ହରାଇଛନ୍ତି ସତ, କିନ୍ତୁ ଦିନ କେଇଟାରେ ସେମାନେ ଥଇଥାନ ହୋଇଯିବେ ବୋଲି ଆଶା କରାଯାଉଛି।