୫ ଦିନିକିଆ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଯିବେ ଆକାଶ ପାଠକ
ଭୁବନେଶ୍ୱର : ପାଠକ ବାପ-ପୁଅଙ୍କ ପାଇଁ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍ଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କୁ ଏବେ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେବ। ଆକାଶଙ୍କୁ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଭୁବନେଶ୍ୱର SDJM!-->…