ନୂତନ ସଂସଦ ଭବନର ଭୂମି ପୂଜନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ : ନୂତନ ସଂସଦ ଭବନର ଭୂମି ପୂଜନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜିର ଭୂମି ପୂଜନ ଉତ୍ସବରେ ବିଭିନ୍ନ ରାଜନୈତିକ ଦଳର ନେତା, କେନ୍ଦ୍ର ମନ୍ତ୍ରୀ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗଦେଇଛନ୍ତି। ନିର୍ମାଣ ହେବାକୁ ଯାଉଥିବା ଚାରି ମହଲା ବିଶିଷ୍ଟ ନୂତନ ସଂସଦ ଭବନ!-->…