ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯୩ ଜଣ ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୯ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ!-->…